Deuteronomy 3:5 — Compare Translations
5 translations compared side by side
Odia - 1840
"ସମସ୍ତ ନଗର ଗକ୍ସ୍ଟଡିକ ସକ୍ସ୍ଟରକ୍ଷିତ ଥିଲା। ସଗେକ୍ସ୍ଟଡିକର ଉଚ୍ଚ ପ୍ରାଚୀର ଥିଲା, ଦ୍ବାରଥିଲା ଓ ଅର୍ଗଳ ରେ ସକ୍ସ୍ଟରକ୍ଷିତ ଥିଲା। ଏପରି ମଧ୍ଯ କେତକେ ନଗର ଥିଲା ଯାହାର ପ୍ରାଚୀର ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ଵାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ନଗର ଗୁଡ଼ିକ ସୁରକ୍ଷିତ ଥିଲା। ସେଗୁଡ଼ିକର ଉଚ୍ଚ ପ୍ରାଚୀର ଥିଲା, ଦ୍ୱାରଥିଲା ଓ ଅର୍ଗଳରେ ସୁରକ୍ଷିତ ଥିଲା। ଏପରି ମଧ୍ୟ କେତେକ ନଗର ଥିଲା ଯାହାର ପ୍ରାଚୀର ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।