Deuteronomy 3:6 — Compare Translations
5 translations compared side by side
Odia - 1840
"ହିଷ୍ବୋନ ରାଜା ସୀହାନଙ୍କେକ୍ସ୍ଟ ଯେପରି କରିଥିଲେ, ସହେିପରି ଏଠା ରେ ଆମ୍ଭେ ସମସ୍ତଙ୍କକ୍ସ୍ଟ ଏପରି କି ସ୍ତ୍ରୀ ଓ ପିଲାମାନଙ୍କୁ ମଧ୍ଯ ବିନାଶ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ହିଷ୍ବୋନ୍-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ବର୍ଜିତ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ବର୍ଜିତ ରୂପେ ବିନଷ୍ଟ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ହିଷ୍ବୋନର ରାଜା ସୀହୋନଙ୍କୁ ଯେପରି କରିଥିଲେ, ସେହିପରି ଏଠାରେ ଆମ୍ଭେ ସମସ୍ତଙ୍କୁ ଏପରି କି ସ୍ତ୍ରୀ ଓ ପିଲାମାନଙ୍କୁ ମଧ୍ୟ ବିନାଶ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ହିଷ୍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ହିଷ୍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।