Deuteronomy 3:7 — Compare Translations
5 translations compared side by side
Odia - 1840
"କିନ୍ତୁ ଆମ୍ଭମାନେେ ସମସ୍ତ ପଶକ୍ସ୍ଟ ଏବଂ ନଗରରକ୍ସ୍ଟ ଲକ୍ସ୍ଟଟିତ ଦ୍ରବ୍ଯସବୁ ନିଜ ନିଜ ପାଇଁ ଗ୍ରହଣ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ଵରୂପେ ଗ୍ରହଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେମାନେ ସମସ୍ତ ପଶୁ ଏବଂ ନଗରରୁ ଲୁଟିତ ଦ୍ରବ୍ୟସବୁ ନିଜ ନିଜ ପାଇଁ ଗ୍ରହଣ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।