Deuteronomy 3:8 — Compare Translations
5 translations compared side by side
Odia - 1840
"ଏହି ପ୍ରକାର ରେ, ଆମ୍ଭମାନେେ ୟର୍ଦ୍ଦନର ପୂର୍ବ ପାରିସ୍ଥ ଇ ମାରେୀଯମାନଙ୍କ ଦକ୍ସ୍ଟଇ ରାଜାଙ୍କର ହାତରକ୍ସ୍ଟ ଅର୍ଣୋନ ଉପତ୍ୟକା ଠାରକ୍ସ୍ଟ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ସମସ୍ତ ଦେଶ ହସ୍ତଗତ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ୍-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ପ୍ରକାରରେ, ଆମ୍ଭେମାନେ ଯର୍ଦ୍ଦନର ପୂର୍ବ ପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହାତରୁ ଅର୍ଣ୍ଣୋନ ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।