Deuteronomy 3:9 — Compare Translations
5 translations compared side by side
Odia - 1840
"ସୀଦୋନୀଯମାନେ ସହେି ହର୍ମୋଣକକ୍ସ୍ଟ ସିରିଯୋନ କହନ୍ତି ଓ ଇ ମାରେୀଯମାନେ ତାହାକକ୍ସ୍ଟ ସନୀର କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ସୀଦୋନୀୟମାନେ ସେହି ହର୍ମୋଣକୁ ସିରିୟୋନ୍ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର କହନ୍ତି) ।
Odia Bible ERV 2004 (ପବିତ୍ର ବାଇବଲ)
ସୀଦୋନୀୟମାନେ ସେହି ହର୍ମୋଣକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍ କହନ୍ତି)।
Odia IRV 2017 (ଓଡିଆ ବାଇବେଲ)
(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍ କହନ୍ତି)।