Deuteronomy 30:1 — Compare Translations
5 translations compared side by side
Odia - 1840
"ମୁ ତୁମ୍ଭକୁ ଯେଉଁସବୁ କଥା କହିଲି ତାହାସବୁ ଘଟିବ। ତୁମ୍ଭମାନଙ୍କର ଉତ୍ତମ କାର୍ୟ୍ଯପାଇଁ ଆଶୀର୍ବାଦ ଓ ମନ୍ଦ କାର୍ୟ୍ଯ ପାଇଁ ଅଭିଶାପ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଅନ୍ୟ ଜାତୀଯମାନଙ୍କ ମଧିଅରେ ପଠାଇବେ। ସଠାେରେ ତୁମ୍ଭମାନେେ ସ୍ମରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଶାପ ଥୋଇଲି, ସେସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେସବୁ ସ୍ମରଣ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ସେମାନଙ୍କ ଦେଶକୁ ଫେରିବେ “ମୁଁ ତୁମ୍ଭକୁ ଯେଉଁସବୁ କଥା କହିଲି ତାହା ସବୁ ଘଟିବ। ତୁମ୍ଭମାନଙ୍କର ଉତ୍ତମ କାର୍ଯ୍ୟପାଇଁ ଆଶୀର୍ବାଦ ଓ ମନ୍ଦକାର୍ଯ୍ୟ ପାଇଁ ଅଭିଶାପ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭଙ୍କୁ ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ପଠାଇବେ। ସେଠାରେ ତୁମ୍ଭେମାନେ ସ୍ମରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଅଭିଶାପ ଥୋଇଲି, ସେହି ସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେହି ସବୁ ସ୍ମରଣ କରିବ;
Odia IRV 2017 (ଓଡିଆ ବାଇବେଲ)