Deuteronomy 30:10 — Compare Translations

5 translations compared side by side

Odia - 1840
"କକ୍ସ୍ଟନ୍ତକ୍ସ୍ଟ ତୁମ୍ଭମାନେେ ସଦାପ୍ରଭୁଙ୍କ ବ୍ଯବସ୍ଥା ପୁସ୍ତକର ସମସ୍ତ ନିଯମ ବିଧି ମାନି ଚଳିବାକକ୍ସ୍ଟ ପଡିବ। ତୁମ୍ଭେ ଆପଣା ସମସ୍ତ ହୃଦଯ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନିକଟକକ୍ସ୍ଟ ଯବେେ ଫରେିଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ-ମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ପୁସ୍ତକର ସମସ୍ତ ନିୟମ ବିଧି ମାନି ଚଳିବାକୁ ପଡ଼ିବ। ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନିକଟକୁ ଯେବେ ଫେରି ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।
Odia IRV 2017 (ଓଡିଆ ବାଇବେଲ)