Deuteronomy 30:11 — Compare Translations

5 translations compared side by side

Odia - 1840
"ଆଜି ମୁ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦଲେି ତାହା ତୁମ୍ଭମାନଙ୍କ ପାଇଁ ଅତି କଠାେର ନକ୍ସ୍ଟ ହେଁ, କିଅବା ଦୂରବର୍ତ୍ତୀ ନକ୍ସ୍ଟ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ, କିଅବା ଦୂରବର୍ତ୍ତୀ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବନ ନା ମୃତ୍ୟୁ “ଆଜି ମୁଁ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦେଲି ତାହା ତୁମ୍ଭମାନଙ୍କ ପାଇଁ ଅତି କଠୋର ନୁହେଁ, କିଅବା ଦୂରବର୍ତ୍ତୀ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।