Deuteronomy 30:14 — Compare Translations

5 translations compared side by side

Odia - 1840
"ନାଁ, ଏହି ବାଣୀ ତୁମ୍ଭମାନଙ୍କର ଖକ୍ସ୍ଟବ୍ ନିକଟରେ ଅଛି। ଏହା ତୁମ୍ଭମାନଙ୍କର ପାଟି ରେ ଅଛି। ତୁମ୍ଭମାନଙ୍କର ହୃଦଯ ରେ ଅଛି। ତେଣୁ ତୁମ୍ଭମାନେେ ଏହା କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ନାଁ, ଏହି ବାଣୀ ତୁମ୍ଭମାନଙ୍କର ଖୁବ୍ ନିକଟରେ ଅଛି। ଏହା ତୁମ୍ଭମାନଙ୍କର ପାଟିରେ ଅଛି। ତୁମ୍ଭମାନଙ୍କର ହୃଦୟରେ ଅଛି। ତେଣୁ ତୁମ୍ଭେମାନେ ଏହା କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।