Deuteronomy 30:15 — Compare Translations

5 translations compared side by side

Odia - 1840
"ଆଜି ଆମ୍ଭେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ମୃତକ୍ସ୍ଟ୍ଯ ଓ ମରଣ ଏବଂ ଭଲ ଓ ମନ୍ଦ ମଧ୍ଯରକ୍ସ୍ଟ ଗୋଟିକକ୍ସ୍ଟ ବାଛିବାକକ୍ସ୍ଟ ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
“ଆଜି ଆମ୍ଭେ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ ଏବଂ ଭଲ ଓ ମନ୍ଦ ମଧ୍ୟରୁ ଗୋଟିକୁ ବାଛିବାକୁ ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।