Deuteronomy 30:16 — Compare Translations

5 translations compared side by side

Odia - 1840
"ମୁ ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଉଛି, ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ପ୍ ରମେ କର। ତୁମ୍ଭମାନେେ ତାଙ୍କୁ ଅନକ୍ସ୍ଟସରଣ କରି ତାଙ୍କର ବାକ୍ଯମାନ, ନିଯମ ବିଧି ପାଳନ କର। ତବେେ ତୁମ୍ଭମାନେେ ବଞ୍ଚିବ ଏବଂ ତୁମ୍ଭର ଜାତି ବଢିବ। ପକ୍ସ୍ଟଣି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦେଉଥିବା ଦେଶ ରେ ତୁମ୍ଭକୁ ଆଶୀର୍ବାଦ କରିବେ, ଯେଉଁଠାକକ୍ସ୍ଟ ତୁମ୍ଭମାନେେ ଅଧିକାର କରିବା ପାଇଁ ଯାଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା ଓ ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଉଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କର। ତୁମ୍ଭେମାନେ ତାଙ୍କୁ ଅନୁସରଣ କରି ତାଙ୍କର ବାକ୍ୟମାନ, ନିୟମ ବିଧି ପାଳନ କର। ତେବେ ତୁମ୍ଭେମାନେ ବଞ୍ଚିବ ଏବଂ ତୁମ୍ଭର ଜାତି ବଢ଼ିବ। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଉଥିବା ଦେଶରେ ତୁମ୍ଭକୁ ଆଶୀର୍ବାଦ କରିବେ, ଯେଉଁଠାକୁ ତୁମ୍ଭେମାନେ ଅଧିକାର କରିବା ପାଇଁ ଯାଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)