Deuteronomy 30:17 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭମାନଙ୍କର ହୃଦଯ ତାଙ୍କଠାରକ୍ସ୍ଟ ବିମକ୍ସ୍ଟଖ ହକ୍ସ୍ଟଏ ଓ ତାଙ୍କ କଥା ଶକ୍ସ୍ଟଣିବ ନାହିଁ, ମାତ୍ର ବିପଥଗାମୀ ହାଇେ ଅନ୍ୟ ଦବେତାଗଣର ସବୋ ଏ ପୂଜା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭମାନଙ୍କର ହୃଦୟ ତାଙ୍କଠାରୁ ବିମୁଖ ହୁଏ ଓ ତାଙ୍କ କଥା ଶୁଣିବ ନାହିଁ, ମାତ୍ର ବିପଥଗାମୀ ହୋଇ ଅନ୍ୟ ଦେବତାଗଣର ସେବା ଓ ପୂଜା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;