Deuteronomy 30:18 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭମାନେେ ଧ୍ବଂସ ହବେ। ମୁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି। ଯଦି ତୁମ୍ଭେ ସଦାପ୍ରଭୁଙ୍କଠାରୁ ବିମକ୍ସ୍ଟଖ ହବେ। ୟର୍ଦ୍ଦନର ସପୋରିସ୍ଥ ଭୂମିରେ ଯେଉଁଠାକକ୍ସ୍ଟ ତୁମ୍ଭମାନେେ ୟିବା ପାଇଁ ପ୍ରସ୍ତକ୍ସ୍ଟତ ସଠାେରେ ତୁମ୍ଭମାନେେ ବେଶିଦିନ ବଞ୍ଚିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତା; ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେମାନେ ଧ୍ୱଂସ ହେବ। ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି। ଯଦି ତୁମ୍ଭେ ସଦାପ୍ରଭୁଙ୍କଠାରୁ ବିମୁଖ ହେବ। ଯର୍ଦ୍ଦନର ସେପାରିସ୍ଥ ଭୂମିରେ ଯେଉଁଠାକୁ ତୁମ୍ଭେମାନେ ଯିବା ପାଇଁ ପ୍ରସ୍ତୁତ ସେଠାରେ ତୁମ୍ଭେମାନେ ବେଶିଦିନ ବଞ୍ଚିପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।