Deuteronomy 30:19 — Compare Translations

5 translations compared side by side

Odia - 1840
"ଆଜି ମୁ ସ୍ବର୍ଗ ଓ ପୃଥିବୀକକ୍ସ୍ଟ ଡାକକ୍ସ୍ଟଛି, ସାକ୍ଷୀରୂପେ ଜୀବନ ଓ ମୃତକ୍ସ୍ଟ୍ଯ, ଆଶିର୍ବାଦ ଓ ଅଭିଶାପ, ଏହା ଭିତରକ୍ସ୍ଟ ମୁ ତୁମ୍ଭକୁ ପସନ୍ଦ କରିବାକୁ ଦଇେଛି। ତେଣୁ ତୁମ୍ଭମାନେେ ଜୀବନକକ୍ସ୍ଟ ବାଛ। ତବେେ ତୁମ୍ଭେ ଓ ତୁମ୍ଭର ପିଲାମାନେ ବଞ୍ଚି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଲିନ୍ତଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;
Odia Bible ERV 2004 (ପବିତ୍ର ବାଇବଲ)
“ଆଜି ମୁଁ ସ୍ୱର୍ଗ ଓ ପୃଥିବୀକୁ ଡାକୁଛି, ସାକ୍ଷୀରୂପେ ଜୀବନ ଓ ମୃତ୍ୟୁ, ଆଶୀର୍ବାଦ ଓ ଅଭିଶାପ, ଏହା ଭିତରୁ ମୁଁ ତୁମ୍ଭକୁ ପସନ୍ଦ କରିବାକୁ ଦେଇଛି। ତେଣୁ ତୁମ୍ଭେମାନେ ଜୀବନକୁ ବାଛ। ତେବେ ତୁମ୍ଭେ ଓ ତୁମ୍ଭର ପିଲାମାନେ ବଞ୍ଚି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;
Odia IRV 2017 (ଓଡିଆ ବାଇବେଲ)
ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;