Deuteronomy 30:2 — Compare Translations

5 translations compared side by side

Odia - 1840
"ସହେି ସମୟରେ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣମାନେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକକ୍ସ୍ଟ ଫରେି ଆସିବେ। ଏବଂ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣ ସଦାପ୍ରଭୁଙ୍କର ବାକ୍ଯ ସମସ୍ତ ମନପ୍ରାଣ ଦଇେ ମାନିବ, ଯାହା ମୁ ଆଜି ତୁମ୍ଭକୁ ଆଜ୍ଞା ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣମାନେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ। ଏବଂ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣ ସଦାପ୍ରଭୁଙ୍କର ବାକ୍ୟ ସମସ୍ତ ମନ ପ୍ରାଣ ଦେଇ ମାନିବ, ଯାହା ମୁଁ ଆଜି ତୁମ୍ଭକୁ ଆଜ୍ଞା ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;