Deuteronomy 30:20 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ୍ଯ ଜୀବନ ଦବେେ ସହେି ଦେଶ ରେ, ଯେଉଁ ଦେଶ ଦବୋ ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଏବଂ ୟାକକ୍ସ୍ଟବଙ୍କକ୍ସ୍ଟ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡ଼ିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ ଜୀବନ ଦେବେ ସେହି ଦେଶରେ, ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବଙ୍କୁ କହିଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।