Deuteronomy 30:3 — Compare Translations

5 translations compared side by side

Odia - 1840
"ତବେେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ପ୍ରତି ଦୟାବାନ ହବେେ। ସଦାପ୍ରଭୁ ପକ୍ସ୍ଟନ୍ନରାଯ ମକ୍ସ୍ଟକ୍ତ କରିବେ। ସେ ତୁମ୍ଭମାନଙ୍କୁ ସଠାେରକ୍ସ୍ଟ ଫରୋଇ ଆଣିବେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ବନ୍ଦୀତ୍ଵ ଫେରାଇବେ ଓ ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ପ୍ରତି ଦୟାବାନ ହେବେ। ସଦାପ୍ରଭୁ ପୁନ୍ନରାୟ ମୁକ୍ତ କରିବେ। ସେ ତୁମ୍ଭମାନଙ୍କୁ ସେଠାରୁ ଫେରାଇ ଆଣିବେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରିଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।