Deuteronomy 30:4 — Compare Translations
5 translations compared side by side
Odia - 1840
"ଏପରିକି ତୁମ୍ଭମାନଙ୍କୁ ପୃଥିବୀର ବହକ୍ସ୍ଟତ ଦୂରକକ୍ସ୍ଟ ପଠାଇଥିଲେ। ମଧ୍ଯ ସେ ତୁମ୍ଭମାନଙ୍କୁ ଏକତ୍ର କରି ଫରୋଇ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ତଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେଠାରୁ ହିଁ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ତୁମ୍ଭମାନଙ୍କୁ ପୃଥିବୀର ବହୁତ ଦୂରକୁ ପଠାଇଥିଲେ ମଧ୍ୟ ସେ ତୁମ୍ଭମାନଙ୍କୁ ଏକତ୍ର କରି ଫେରାଇ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।