Deuteronomy 30:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ଆପଣା ପୂର୍ବପୁରୁଷମାନଙ୍କ ଦେଶକକ୍ସ୍ଟ ଫରୋଇ ଆଣି ସହେି ଦେଶସବୁ ତୁମ୍ଭମାନଙ୍କୁ ଦବେେ। ସଦାପ୍ରଭୁ ତୁମ୍ଭର ମଙ୍ଗଳ କରି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭମାନଙ୍କର ଏତେ ଲୋକ ବୃଦ୍ଧି ହବେେ ଯେ, କବେବେି ଏତେ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କୁ ଆପଣା ପୂର୍ବପୁରୁଷମାନଙ୍କ ଦେଶକୁ ଫେରାଇ ଆଣି ସେହି ଦେଶସବୁ ତୁମ୍ଭମାନଙ୍କୁ ଦେବେ। ସଦାପ୍ରଭୁ ତୁମ୍ଭର ମଙ୍ଗଳ କରି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭମାନଙ୍କର ଏତେ ଲୋକ ବୃଦ୍ଧି ହେବେ ଯେ, କେବେବି ଏତେ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।
Odia IRV 2017 (ଓଡିଆ ବାଇବେଲ)