Deuteronomy 30:6 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦଯ ସହିତ ପରମେଶଓରଙ୍କୁ ପ୍ ରମେ କରିବ। ଏଥିପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ହୃଦଯ ଓ ତକ୍ସ୍ଟମ୍ଭ ବଂଶର ହୃଦଯ ସକ୍ସ୍ଟନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦୟ ସହିତ ପରମେଶ୍ୱରଙ୍କୁ ପ୍ରେମ କରିବ। ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।