Deuteronomy 30:7 — Compare Translations
5 translations compared side by side
Odia - 1840
" ତବେେ ଏହି ସମସ୍ତ ଶାପ ତୁମ୍ଭମାନଙ୍କ ଶତୃମାନଙ୍କୁ ଏପରି ଘଟିବ। କାରଣ ସମାନେେ ତୁମ୍ଭମାନଙ୍କୁ କ୍ଲେଶ ଦିଅନ୍ତି ଓ ଘୃଣା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହିସବୁ ଶାପ ବର୍ତ୍ତାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତେବେ ଏହି ସମସ୍ତ ଶାପ ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ଏପରି ଘଟିବ। କାରଣ ସେମାନେ ତୁମ୍ଭମାନଙ୍କୁ କ୍ଳେଶ ଦିଅନ୍ତି ଓ ଘୃଣା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।