Deuteronomy 30:8 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭମାନେେ ପକ୍ସ୍ଟନ୍ନରାଯ ସଦାପ୍ରଭୁଙ୍କୁ ମାନିବ। ତୁମ୍ଭମାନେେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ ଯାହା ମୁ ଆଜି ତୁମ୍ଭମାନଙ୍କୁ କହକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେମାନେ ପୁନ୍ନରାୟ ସଦାପ୍ରଭୁଙ୍କୁ ମାନିବ। ତୁମ୍ଭେମାନେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ ଯାହା ମୁଁ ଆଜି ତୁମ୍ଭମାନଙ୍କୁ କହୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।