Deuteronomy 31:1 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ୟାଇ ଏହିକଥା ସମସ୍ତ ଇଶ୍ରାୟେଲୀୟଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଯାଇ ସମୁଦାୟ ଇସ୍ରାଏଲକୁ ଏହି କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ତୁମ୍ଭମାନଙ୍କର ନୂତନ ନେତା ହେବେ ଏହା ପରେ ମୋଶା ଯାଇ ଏହିକଥା ସମସ୍ତ ଇସ୍ରାଏଲୀୟଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଯାଇ ସମୁଦାୟ ଇସ୍ରାଏଲକୁ ଏହି କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଯାଇ ସମୁଦାୟ ଇସ୍ରାଏଲକୁ ଏହି କଥା କହିଲେ।