Deuteronomy 31:10 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ପ୍ରାଚୀନବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ସାତବର୍ଷ ଶଷେ ରେ ଋଣ ଛାଡ ବର୍ଷର ନିରୂପିତ ସମୟରେ ପତ୍ରକକ୍ସ୍ଟଟୀର ପର୍ବ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣକ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ପ୍ରାଚୀନବର୍ଗମାନଙ୍କୁ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣ ଛାଡ଼ ବର୍ଷର ନିରୂପିତ ସମୟରେ ପତ୍ରକୁଟୀର ପର୍ବରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣ କ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣକ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ,