Deuteronomy 31:11 — Compare Translations

5 translations compared side by side

Odia - 1840
"ସେ ସମୟରେ ସମକ୍ସ୍ଟଦାଯ ଇଶ୍ରାୟେଲ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ମନୋନୀତ ସ୍ଥାନ ରେ ତାହାଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ହବେେ। ସେତବେେଳେ ସମସ୍ତ ଇଶ୍ରାୟେଲ ସାକ୍ଷାତ ରେ ସମାନଙ୍କେ କର୍ଣଗୋଚର ରେ ତୁମ୍ଭେ ଏହି ବ୍ଯବସ୍ଥା ପାଠ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ। ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ।”