Deuteronomy 31:12 — Compare Translations

5 translations compared side by side

Odia - 1840
"ସମସ୍ତ ଲୋକମାନଙ୍କୁ ଏକତ୍ର କର, ପୁରୁଷ ଲୋକ, ସ୍ତ୍ରୀଲୋକ, େଛାଟପିଲା ଏବଂ ବିଦେଶୀଯମାନେ ଯେଉଁମାନେ ତକ୍ସ୍ଟମ୍ଭ ନଗର ରେ ବାସ କରୁଛନ୍ତି। ସମାନେେ ମଧ୍ଯ ଏହି ବ୍ଯବସ୍ଥା ଶକ୍ସ୍ଟଣିବେ। ସମାନେେ ମଧ୍ଯ ତୁମ୍ଭର ସଦାପ୍ରଭୁ ପରମେଶଓରଙ୍କୁ ଭକ୍ତି ଓ ସମ୍ମାନ କରିବେ। ଏହାପରେ ସମାନେେ ବ୍ଯବସ୍ଥା ଅନକ୍ସ୍ଟସା ରେ କର୍ମ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ଵାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକମାନଙ୍କୁ ଏକତ୍ର କର, ପୁରୁଷ ଲୋକ, ସ୍ତ୍ରୀଲୋକ, ଛୋଟପିଲା ଏବଂ ବିଦେଶୀୟମାନେ ଯେଉଁମାନେ ତୁମ୍ଭ ନଗରରେ ବାସ କରୁଛନ୍ତି। ସେମାନେ ମଧ୍ୟ ଏହି ବ୍ୟବସ୍ଥା ଶୁଣିବେ। ସେମାନେ ମଧ୍ୟ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କୁ ଭକ୍ତି ଓ ସମ୍ମାନ କରିବେ। ଏହା ପରେ ସେମାନେ ବ୍ୟବସ୍ଥା ଅନୁସାରେ କର୍ମ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପା’ନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।