Deuteronomy 31:13 — Compare Translations

5 translations compared side by side

Odia - 1840
"ତହିଁରେ ସମାନଙ୍କେର ବଂଶଧରମାନେ ଏସବୁ ଜାଣି ନାହାଁନ୍ତି, ସମାନେେ ତାହା ଶକ୍ସ୍ଟଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭମାନେେ ୟର୍ଦ୍ଦନ ପାର ହାଇେ ଯାଉଅଛ, ସହେି ଦେଶ ରେ ଯେତକୋଳ ପ୍ରାଣଧାରଣ କରିବ, ସେତବେେଳେ ସମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ଭୟ କରିବାକୁ ଶିକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେ କାଳ ପ୍ରାଣଧାରଣ କରିବ, ସେତେ କାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରିବାକୁ ଶିକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନଙ୍କର ବଂଶଧରମାନେ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେକାଳ ପ୍ରାଣ ଧାରଣ କରିବ, ସେତେବେଳେ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବାକୁ ଶିକ୍ଷା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେକାଳ ପ୍ରାଣ ଧାରଣ କରିବ, ସେତେକାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ଶିଖିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେ କାଳ ପ୍ରାଣ ଧାରଣ କରିବ, ସେତେ କାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ଶିଖିବେ।