Deuteronomy 31:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ତୁମ୍ଭର ମୃତକ୍ସ୍ଟ୍ଯର ସମୟ ଆସିଗଲା। ଯିହାଶୂେୟଙ୍କକ୍ସ୍ଟ ଡାକ, ତୁମ୍ଭେ ଦକ୍ସ୍ଟ ହେଁ ସମାଗମ ତକ୍ସ୍ଟମ୍ବୁ ରେ ଠିଆ ହକ୍ସ୍ଟଅ। ଆମ୍ଭେ ତାହାକକ୍ସ୍ଟ ଆଜ୍ଞା ଦବୋ। ତହିଁରେ ମାଶାେ ଓ ୟିହୋଶୂଯ ୟାଇ ସମାଗମ ତମ୍ବୁ ରେ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭ ମରଣ ଦିନ ଆସି ପହୁଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି ଦୁହେଁ ସମାଗମ-ତମ୍ଵୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା । ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ଵୁରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶା ଓ ଯିହୋଶୂୟଙ୍କୁ ଡାକିଲେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ମୃତ୍ୟୁର ସମୟ ଆସିଗଲା। ଯିହୋଶୂୟଙ୍କୁ ଡାକ, ତୁମ୍ଭେ ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ। ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା। ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।”