Deuteronomy 31:15 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସହେି ତମ୍ବୁ ରେ ମେଘସ୍ତମ୍ଭ ମଧିଅରେ ଦର୍ଶନ ଦେଲେ ଓ ମେଘସ୍ତମ୍ଭ ତମ୍ବୁ ଦ୍ବାର ଉପରେ ସ୍ଥିର ହାଇେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ସେହି ତମ୍ଵୁରେ ମେଘସ୍ତମ୍ଭ ମଧ୍ୟରେ ଦର୍ଶନ ଦେଲେ ଓ ମେଘସ୍ତମ୍ଭ ତମ୍ଵୁ-ଦ୍ଵାର ଉପରେ ସ୍ଥିର ହୋଇ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ତମ୍ବୁରେ ମେଘସ୍ତମ୍ଭ ମଧ୍ୟରେ ଦର୍ଶନ ଦେଲେ ଓ ମେଘସ୍ତମ୍ଭ ତମ୍ବୁ ଦ୍ୱାର ଉପରେ ସ୍ଥିର ହୋଇ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ସେହି ତମ୍ବୁରେ ମେଘସ୍ତମ୍ଭ ମଧ୍ୟରେ ଦର୍ଶନ ଦେଲେ ଓ ମେଘସ୍ତମ୍ଭ ତମ୍ବୁଦ୍ୱାର ଉପରେ ସ୍ଥିର ହୋଇ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ସେହି ତମ୍ବୁରେ ମେଘସ୍ତମ୍ଭ ମଧ୍ୟରେ ଦର୍ଶନ ଦେଲେ ଓ ମେଘସ୍ତମ୍ଭ ତମ୍ବୁଦ୍ୱାର ଉପରେ ସ୍ଥିର ହୋଇ ରହିଲା।