Deuteronomy 31:16 — Compare Translations

5 translations compared side by side

Odia - 1840
"ସେତବେେଳେ ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶଯନ କରିବ। ଏହାପରେ ଏହି ଲୋକମାନେ ଉଠିବେ। ପକ୍ସ୍ଟଣି ଯେଉଁ ଦେଶ ରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସହେି ସ୍ଥାନ ରେ ବିଦେଶୀଯ ଦବଗେଣର ଅନକ୍ସ୍ଟଗାମୀ ହାଇେ ବ୍ଯଭିଗ୍ଭର କରିବେ ଓ ଆମ୍ଭକକ୍ସ୍ଟ ତ୍ଯାଗ କରିବେ। ଆମ୍ଭେ ସମାନଙ୍କେ ସହିତ ଯେଉଁ ନିଯମ କରିଅଛକ୍ସ୍ଟ, ତାହା ଲଙ୍ଘନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭେ ଆପଣା ପିତୃଲୋକଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ ଓ ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ। ଏହା ପରେ ଏହି ଲୋକମାନେ ଉଠିବେ। ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନରେ ବିଦେଶୀୟ ଦେବଗଣର ଅନୁଗାମୀ ହୋଇ ବ୍ୟଭିଗ୍ଭର କରିବେ ଓ ଆମ୍ଭକୁ ତ୍ୟାଗ କରିବେ। ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”