Deuteronomy 31:18 — Compare Translations
5 translations compared side by side
Odia - 1840
"ଆମ୍ଭେ ସମାନଙ୍କେୁ ସାହାୟ୍ଯ କରିବା ନାହିଁ, କାରଣ ସମାନେେ ଅନ୍ୟ ଦବେତାମାନଙ୍କୁ ପୂଜା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେ ଯେ କୁକର୍ମ କରିବେ, ତହିଁ ନିମନ୍ତେ ସେ ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ ସାହାଯ୍ୟ କରିବା ନାହିଁ, କାରଣ ସେମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେଉଁ ଯେଉଁ କୁକର୍ମ କରିବେ, ତହିଁ ନିମନ୍ତେ ସେହି ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେଉଁ ଯେଉଁ କୁକର୍ମ କରିବେ, ତହିଁ ନିମନ୍ତେ ସେହି ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା।