Deuteronomy 31:19 — Compare Translations
5 translations compared side by side
Odia - 1840
"ତେଣୁ ଏହି ସଙ୍ଗୀତ ଲେଖ, ଏବଂ ଇଶ୍ରାୟେଲ ଲୋକମାନଙ୍କୁ ଶିକ୍ଷା ଦିଅ। ତବେେ ଏହି ସଂଗୀତ ମାେ ପାଇଁ ଇଶ୍ରାୟେଲ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ସାକ୍ଷୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଏହି ସଙ୍ଗୀତ ଲେଖ, ଏବଂ ଇସ୍ରାଏଲ ଲୋକମାନଙ୍କୁ ଶିକ୍ଷା ଦିଅ। ତେବେ ଏହି ସଙ୍ଗୀତ ମୋ’ ପାଇଁ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ସାକ୍ଷୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।