Deuteronomy 31:2 — Compare Translations

5 translations compared side by side

Odia - 1840
"ମାଶାେ ଇଶ୍ରାୟେଲକକ୍ସ୍ଟ କହିଲେ, ମାେତେ 120 ବର୍ଷ ହେଲାଣି। ମୁ ଆଉ ତୁମ୍ଭମାନଙ୍କୁ ଆଗଇେ ନଇେ ପାରିବ ନାହିଁ। ସଦାପ୍ରଭୁ ମାେତେ କହିଲେ, 'ତୁମ୍ଭେ ୟର୍ଦ୍ଦନ ପାର ହାଇେ ୟିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେମାନଙ୍କୁ କହିଲେ, ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇ ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଇସ୍ରାଏଲକୁ କହିଲେ, “ମୋତେ 120 ବର୍ଷ ହେଲାଣି। ମୁଁ ଆଉ ତୁମ୍ଭମାନଙ୍କୁ ଆଗେଇ ନେଇ ପାରିବି ନାହିଁ। ସଦାପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯର୍ଦ୍ଦନ ପାର ହୋଇଯିବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ‘ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇ ଯିବ ନାହିଁ।”