Deuteronomy 31:20 — Compare Translations

5 translations compared side by side

Odia - 1840
"ଆମ୍ଭେ ସମାନଙ୍କେୁ ସହେି ଦେଶକକ୍ସ୍ଟ ନଇୟିବୋ, ଯେଉଁ ଦେଶ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛକ୍ସ୍ଟଁ। ସହେି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶକକ୍ସ୍ଟ ସମାନେେ ଗଲା ପରେ ଯେତବେେଳେ ସମାନେେ ଭୋଜନ କରି ତୃଲ୍ଗି ଓ ହୃଷ୍ଟପୃଷ୍ଟ ହବେେ। ସେତବେେଳେ ସମାନେେ ଅନ୍ୟ ଦବେତାମାନଙ୍କ ପ୍ରତି ଫରେି ସମାନଙ୍କେ ସବୋ କରିବେ ସମାନେେ ମାରେ ନିଯମକକ୍ସ୍ଟ ପ୍ରତ୍ଯାଖାନ କରିବେ ଓ ଲଙ୍ଘନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ ସେହି ଦେଶକୁ ନେଇଯିବା, ଯେଉଁ ଦେଶ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛୁ। ସେହି ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶକୁ ସେମାନେ ଗଲା ପରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତି ଓ ହୃଷ୍ଟପୁଷ୍ଟ ହେବେ। ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ସେମାନେ ମୋର ନିୟମକୁ ପ୍ରତ୍ୟାଖାନ କରିବେ ଓ ଲଙ୍ଘନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।