Deuteronomy 31:21 — Compare Translations

5 translations compared side by side

Odia - 1840
"ତା'ପରେ ସହେିସବୁ କ୍ଲେଶ ଓ ଅମଙ୍ଗଳର କାର୍ୟ୍ଯମାନ ସମାନଙ୍କେ ପାଇଁ ଘଟିବ। ସମାନେେ ବହକ୍ସ୍ଟ ସମସ୍ଯାର ସମ୍ମକ୍ସ୍ଟଖିନ ହବେେ। ସହେି ସମୟରେ ସହେି ଲୋକମାନେ ସହେି ଗୀତ ସ୍ମରଣ କରିବେ। ଏହି ଗୀତ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ସାକ୍ଷୀରୂପେ କାର୍ୟ୍ଯ କରିବ। ମୁ ସମାନଙ୍କେୁ ପ୍ରତିଜ୍ଞା କରିଥିବା ଦେଶକକ୍ସ୍ଟ ଆଣିବା ପୂର୍ବରକ୍ସ୍ଟ ସମାନଙ୍କେର ପ୍ରକୃତି ଜାଣିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ଵରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ହେଁ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ, ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହିସବୁ କ୍ଳେଶ ଓ ଅମଙ୍ଗଳର କାର୍ଯ୍ୟମାନ ସେମାନଙ୍କ ପାଇଁ ଘଟିବ। ସେମାନେ ବହୁ ସମସ୍ୟାର ସମ୍ମୁଖୀନ ହେବେ। ସେହି ସମୟରେ ସେହି ଲୋକମାନେ ସେହି ଗୀତ ସ୍ମରଣ କରିବେ। ଏହି ଗୀତ ସେମାନଙ୍କ ବିରୁଦ୍ଧରେ ସାକ୍ଷୀରୂପେ କାର୍ଯ୍ୟ କରିବ। ମୁଁ ସେମାନଙ୍କୁ ପ୍ରତିଜ୍ଞା କରିଥିବା ଦେଶକୁ ଆଣିବା ପୂର୍ବରୁ ସେମାନଙ୍କର ପ୍ରକୃତି ଜାଣିଥିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।