Deuteronomy 31:22 — Compare Translations
5 translations compared side by side
Odia - 1840
"ତେଣୁ ସହେି ଦିନ ରେ ମାଶାେ ସହେି ସଙ୍ଗୀତ ଲେଖିଲେ ଏବଂ ସେ ଇଶ୍ରାୟେଲକକ୍ସ୍ଟ ସହେି ସଙ୍ଗୀତ ଶିକ୍ଷା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମୋଶା ସେହି ଦିନ ଏହି ଗୀତ ଲେଖି ଇସ୍ରାଏଲ-ସନ୍ତାନଗଣକୁ ଶିଖାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଦିନ ମୋଶା ସେହି ସଙ୍ଗୀତ ଲେଖିଲେ ଏବଂ ସେ ଇସ୍ରାଏଲକୁ ସେହି ସଙ୍ଗୀତ ଶିକ୍ଷା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମୋଶା ସେହି ଦିନ ଏହି ଗୀତ ଲେଖି ଇସ୍ରାଏଲ-ସନ୍ତାନଗଣକୁ ଶିଖାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ମୋଶା ସେହି ଦିନ ଏହି ଗୀତ ଲେଖି ଇସ୍ରାଏଲ ସନ୍ତାନଗଣକୁ ଶିଖାଇଲେ।