Deuteronomy 31:23 — Compare Translations

5 translations compared side by side

Odia - 1840
"ତା'ପରେ ସଦାପ୍ରଭୁ ନୂନର ପକ୍ସ୍ଟତ୍ର ୟିହୋଶୂଯଙ୍କକ୍ସ୍ଟ କହିଲେ, ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ ଆମ୍ଭେ ଯେଉଁ ଦେଶ ପାଇଁ ପ୍ରତିଜ୍ଞା କରିଅଛକ୍ସ୍ଟ, ସହେି ଦେଶକକ୍ସ୍ଟ ନଇେ ୟିବ ଏବଂ ଆମ୍ଭେ ତକ୍ସ୍ଟମ୍ଭ ସହିତ ସର୍ବଦା ରହିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇ ଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କୁ କହିଲେ, “ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେ ଇସ୍ରାଏଲୀୟମାନଙ୍କୁ ଆମ୍ଭେ ଯେଉଁ ଦେଶ ପାଇଁ ପ୍ରତିଜ୍ଞା କରିଅଛୁ, ସେହି ଦେଶକୁ ନେଇ ଯିବ ଏବଂ ଆମ୍ଭେ ତୁମ୍ଭ ସହିତ ସର୍ବଦା ରହିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇ ଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”