Deuteronomy 31:24 — Compare Translations

5 translations compared side by side

Odia - 1840
"ମାଶାେ ୟତ୍ମପୂର୍ବକ ସହେି ବ୍ଯବସ୍ଥା ପୁସ୍ତକକରେ ସମସ୍ତ ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସମାପ୍ତି ପର୍ଯ୍ୟନ୍ତ ଏହି ବ୍ୟବସ୍ଥାର ସକଳ ବାକ୍ୟ ପୁସ୍ତକରେ ଲେଖି ସାରିଲା ଉତ୍ତାରେ
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନଙ୍କୁ ମୋଶାଙ୍କର ସତର୍କ ମୋଶା ଯତ୍ନପୂର୍ବକ ସେହି ବ୍ୟବସ୍ଥା ପୁସ୍ତକରେ ସମସ୍ତ ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସମାପ୍ତି ପର୍ଯ୍ୟନ୍ତ ଏହି ବ୍ୟବସ୍ଥାର ସକଳ ବାକ୍ୟ ପୁସ୍ତକରେ ଲେଖି ସାରିଲା ଉତ୍ତାରେ
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସମାପ୍ତି ପର୍ଯ୍ୟନ୍ତ ଏହି ବ୍ୟବସ୍ଥାର ସକଳ ବାକ୍ୟ ପୁସ୍ତକରେ ଲେଖି ସାରିଲା ଉତ୍ତାରେ