Deuteronomy 31:26 — Compare Translations

5 translations compared side by side

Odia - 1840
"ଏହି ବ୍ଯବସ୍ଥା ପୁସ୍ତକ ନିଅ ଓ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ନିଯମ ସିନ୍ଦକ୍ସ୍ଟକ ଭିତ ରେ ରଖ। ତାହା ସଠାେରେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ସାକ୍ଷୀରୂପେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ଵରୂପ ହୋଇ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ବ୍ୟବସ୍ଥା ପୁସ୍ତକ ନିଅ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଭିତରେ ରଖ। ତାହା ସେଠାରେ ତୁମ୍ଭ ବିରୁଦ୍ଧରେ ସାକ୍ଷୀରୂପେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।”