Deuteronomy 31:27 — Compare Translations

5 translations compared side by side

Odia - 1840
"ମୁ ଜାଣେ ତୁମ୍ଭମାନେେ ଶକ୍ତ ଗ୍ରିବ ଅଟ। ମୁ ଜାଣେ ତୁମ୍ଭେ ତକ୍ସ୍ଟମ୍ଭ ବାଟରେ ଚଳିବାକକ୍ସ୍ଟ ଗ୍ଭହଁ। ଦେଖ ଆଜି ମୁ ତୁମ୍ଭମାନଙ୍କ ମଧିଅରେ ବଞ୍ଚି ଥାଉ ଥାଉ ତୁମ୍ଭମାନେେ ସଦାପ୍ରଭୁଙ୍କର ବିଦ୍ରୋହି ହେଉଅଛ। ମାରେ ମରଣ ପରେ ତୁମ୍ଭମାନେେ କେତେ ଅଧିକ ନ ହବେ। ତୁମ୍ଭମାନେେ ସଦାପ୍ରଭୁଙ୍କୁ ମାନିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ତୁମ୍ଭେମାନେ ଶକ୍ତଗ୍ରୀବ ଅଟ। ମୁଁ ଜାଣେ ତୁମ୍ଭେ ତୁମ୍ଭ ବାଟରେ ଚଳିବାକୁ ଗ୍ଭହଁ। ଦେଖ ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହି ହେଉଅଛ। ମୋର ମରଣ ପରେ ତୁମ୍ଭେମାନେ କେତେ ଅଧିକ ନ ହେବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ମାନିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋ’ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?