Deuteronomy 31:28 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ପ୍ରାଚୀନବର୍ଗମାନଙ୍କୁ ଓ ପରିବାରବର୍ଗମାନଙ୍କୁ ମାେ ନିକଟରେ ଏକତ୍ର କର। ମୁ ସମାନଙ୍କେୁ ଏହି କଥାମାନ କହିବି। ସ୍ବର୍ଗ ଓ ପୃଥିବୀ ମାରେ ସାକ୍ଷୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣ-ଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ପ୍ରାଚୀନବର୍ଗମାନଙ୍କୁ ଓ ପରିବାରବର୍ଗମାନଙ୍କୁ ମୋ’ ନିକଟରେ ଏକତ୍ର କର। ମୁଁ ସେମାନଙ୍କୁ ଏହି କଥାମାନ କହିବି। ସ୍ୱର୍ଗ ଓ ପୃଥିବୀ ମୋର ସାକ୍ଷୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋ’ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି।