Deuteronomy 31:29 — Compare Translations

5 translations compared side by side

Odia - 1840
"ମୁ ଜାଣେ ମାରେ ମୃତକ୍ସ୍ଟ୍ଯ ପରେ ତୁମ୍ଭମାନେେ ଅତିଶଯ ଦକ୍ସ୍ଟର୍ନୀତିଗ୍ରସ୍ଥ ହବେ। ତୁମ୍ଭମାନେେ ମାରେ ନିର୍ଦ୍ଦେଶୀତ ପଥରକ୍ସ୍ଟ ବିଚକ୍ସ୍ଟ୍ଯତ ହବେ। ଭବିଷ୍ଯତ ରେ ତୁମ୍ଭମାନଙ୍କ ପାଇଁ ବହକ୍ସ୍ଟତ ଅମଙ୍ଗଳ ହବେ। କାରଣ ତୁମ୍ଭମାନେେ ଏହି କର୍ମମାନ କରିବ, ଯାହା ତାଙ୍କ ଦୃଷ୍ଟି ରେ ମନ୍ଦ। ତୁମ୍ଭମାନେେ ଦକ୍ସ୍ଟଷ୍କର୍ମ କରି ତାଙ୍କୁ କୋର୍ଧାନ୍ବିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମୋʼମରଣ ଉତ୍ତାରେ ତୁମ୍ଭେମାନେ ନିତା; ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ; ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ଵାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ମୋର ମୃତ୍ୟୁ ପରେ ତୁମ୍ଭେମାନେ ଅତିଶୟ ଦୁର୍ନୀତିଗ୍ରସ୍ତ ହେବ। ତୁମ୍ଭେମାନେ ମୋର ନିର୍ଦ୍ଦେଶିତ ପଥରୁ ବିଚ୍ୟୁତ ହେବ। ଭବିଷ୍ୟତରେ ତୁମ୍ଭମାନଙ୍କ ପାଇଁ ବହୁତ ଅମଙ୍ଗଳ ହେବ। କାରଣ ତୁମ୍ଭେମାନେ ଏହି କର୍ମମାନ କରିବ, ଯାହା ତାଙ୍କ ଦୃଷ୍ଟିରେ ମନ୍ଦ। ତୁମ୍ଭେମାନେ ଦୁଷ୍କର୍ମ କରି ତାଙ୍କୁ କ୍ରୋଧାନ୍ୱିତ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମୋʼ ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମୋ’ ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞାପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।