Deuteronomy 31:30 — Compare Translations
5 translations compared side by side
Odia - 1840
"ତହିଁରେ ଇଶ୍ରାୟେଲ ଲୋକମାନେ ସମସ୍ତେ ଏକତ୍ରିତ ହେଲେ ଏବଂ ମାଶାେ ସମାନଙ୍କେ ଇଦ୍ଦେଶ୍ଯ ରେ ଏହି ସଂଗୀତ ଗାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ଇସ୍ରାଏଲର ସମସ୍ତ ସମାଜର କର୍ଣ୍ଣଗୋଚରରେ ଏହି ଗୀତର ବଚନସବୁ ସମାପ୍ତି ପର୍ଯ୍ୟନ୍ତ କହିଲେ ଯଥା:-
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ସଙ୍ଗୀତ ତହିଁରେ ଇସ୍ରାଏଲ ଲୋକମାନେ ସମସ୍ତେ ଏକତ୍ରିତ ହେଲେ ଏବଂ ମୋଶା ସେମାନଙ୍କ ଉଦ୍ଦେଶ୍ୟରେ ଏହି ସଙ୍ଗୀତ ଗାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶା ଇସ୍ରାଏଲର ସମସ୍ତ ସମାଜର କର୍ଣ୍ଣଗୋଚରରେ ଏହି ଗୀତର ବଚନସବୁ ସମାପ୍ତି ପର୍ଯ୍ୟନ୍ତ କହିଲେ ଯଥା:-
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶା ଇସ୍ରାଏଲର ସମସ୍ତ ସମାଜର କର୍ଣ୍ଣଗୋଚରରେ ଏହି ଗୀତର ବଚନସବୁ ସମାପ୍ତି ପର୍ଯ୍ୟନ୍ତ କହିଲେ ଯଥା:-