Deuteronomy 31:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇମାରେୀୟ ରାଜା ସୀହାନେ ଓ ଓଗ୍କକ୍ସ୍ଟ ସମାନଙ୍କେର ଦେଶକକ୍ସ୍ଟ ବିନାଶ କଲାପରି, ସେ ସମାନଙ୍କେୁ ବିନାଶ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ପୂନ୍ନରାଯ ସହେିପରି କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଇମୋରୀୟ ରାଜା ସୀହୋନ ଓ ଓଗ୍କୁ ସେମାନଙ୍କର ଦେଶକୁ ବିନାଶ କଲାପରି, ସେ ସେମାନଙ୍କୁ ବିନାଶ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ପୁନ୍ନରାୟ ସେହିପରି କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।