Deuteronomy 31:5 — Compare Translations
5 translations compared side by side
Odia - 1840
"ଅନ୍ୟ ଦେଶୀଯମାନଙ୍କୁ ପରାସ୍ତ କରିବା ପାଇଁ ସଦାପ୍ରଭୁ ତୁମ୍ଭର ସହାୟକ ହବେେ। କିନ୍ତୁ ମୁ ତୁମ୍ଭକୁ ଯାହାସବୁ କହିଛି ତୁମ୍ଭେ ସଗେକ୍ସ୍ଟଡିକ ନିଶ୍ଚଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଦେଶୀୟମାନଙ୍କୁ ପରାସ୍ତ କରିବା ପାଇଁ ସଦାପ୍ରଭୁ ତୁମ୍ଭର ସହାୟକ ହେବେ। କିନ୍ତୁ ମୁଁ ତୁମ୍ଭକୁ ଯାହାସବୁ କହିଛି ତୁମ୍ଭେ ସେଗୁଡ଼ିକ ନିଶ୍ଚୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁ ସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।