Deuteronomy 31:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭମାନେେ ସହେି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ୟ୍ଯ କରିବେ ନାହିଁ କିଅବା ଛାଡିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ତ୍ରାସଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେମାନେ ସେହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ଯ୍ୟ କରିବେ ନାହିଁ କିଅବା ଛାଡ଼ିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।