Deuteronomy 31:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ଆଗଇେ ନବେେ। ସେ ସ୍ବଯଂ ତୁମ୍ଭମାନଙ୍କ ସହିତ ରହିବେ। ସେ ତୁମ୍ଭକୁ ବିପଦ ରେ ପକାଇବେ ନାହିଁ କି ତ୍ଯାଗ କରିବେ ନାହିଁ। ହତାଶ ହକ୍ସ୍ଟଅ ନାହିଁ, ଭୟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କୁ ଆଗେଇ ନେବେ। ସେ ସ୍ୱୟଂ ତୁମ୍ଭମାନଙ୍କ ସହିତ ରହିବେ। ସେ ତୁମ୍ଭକୁ ବିପଦରେ ପକାଇବେ ନାହିଁ କି ତ୍ୟାଗ କରିବେ ନାହିଁ। ହତାଶ ହୁଅ ନାହିଁ, ଭୟ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।