Deuteronomy 31:9 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ବ୍ଯବସ୍ଥା ଲେଖି ଲବେୀ ବଂଶୀଯ ଯାଜକମାନଙ୍କୁ ଦେଲେ। ଯେଉଁମାନେ ସଦାପ୍ରଭୁଙ୍କର ନିଯମ ସିନ୍ଦକ୍ସ୍ଟକ ବାହକ ଥିଲେ। ମାଶାେ ଇଶ୍ରାୟେଲ ପ୍ରାଚୀନବର୍ଗମାନଙ୍କୁ ମଧ୍ଯ ଏହି ବ୍ଯବସ୍ଥା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନ-ବର୍ଗଙ୍କଠାରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ବ୍ୟବସ୍ଥା ଲେଖିଲେ ଏହା ପରେ ମୋଶା ବ୍ୟବସ୍ଥା ଲେଖି ଲେବୀ ବଂଶୀୟ ଯାଜକମାନଙ୍କୁ ଦେଲେ। ଯେଉଁମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବାହକ ଥିଲେ। ମୋଶା ଇସ୍ରାଏଲ ପ୍ରାଚୀନବର୍ଗମାନଙ୍କୁ ମଧ୍ୟ ଏହି ବ୍ୟବସ୍ଥା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗଙ୍କଠାରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗଙ୍କଠାରେ ସମର୍ପଣ କଲେ।