Deuteronomy 32:1 — Compare Translations
5 translations compared side by side
Odia - 1840
" ହେ ଆକାଶମଣ୍ତଳ ଶକ୍ସ୍ଟଣ, ମୁ କହିବି, ପୃଥିବୀ ମାରେ ବାକ୍ଯ ଶକ୍ସ୍ଟଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆକାଶମଣ୍ତଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ଆକାଶମଣ୍ତଳ ଶୁଣ, ମୁଁ କହିବି, ପୃଥିବୀ ମୋର ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;
Odia IRV 2017 (ଓଡିଆ ବାଇବେଲ)
ହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;