Deuteronomy 32:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ୟାକକ୍ସ୍ଟବଙ୍କକ୍ସ୍ଟ ପ୍ରାନ୍ତର ଦେଶ ରେ ଓ ପଶକ୍ସ୍ଟ ବୋବାଳି ପୂର୍ଣ ଘାରେ ମରକ୍ସ୍ଟଭୂମିରକ୍ସ୍ଟ ପାଇଲେ, ସେ ତାହାଙ୍କକ୍ସ୍ଟ ଗ୍ଭରିଆଡକ୍ସ୍ଟ ଘରେି ରଖିଲେ। ସେ ତାହାଙ୍କକ୍ସ୍ଟ ସକ୍ସ୍ଟରକ୍ଷା ଦେଲେ, ଠିକ୍ ତାଙ୍କର ମୂଲ୍ଯବାନ୍ ସଐତ୍ତି ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଯାକୁବଙ୍କୁ ପ୍ରାନ୍ତର ଦେଶରେ ଓ ପଶୁ ବୋବାଳି ପୂର୍ଣ୍ଣ ଘୋର ମରୁଭୂମିରୁ ପାଇଲେ, ସେ ତାହାଙ୍କୁ ଗ୍ଭରିଆଡ଼କୁ ଘେରି ରଖିଲେ। ସେ ତାହାଙ୍କୁ ସୁରକ୍ଷା ଦେଲେ, ଠିକ୍ ତାଙ୍କର ମୂଲ୍ୟବାନ୍ ସମ୍ପତ୍ତି ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।